Author: Anasuya Das

Assembly: ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ଏବଂ କୌଣସି ବିଶୃଙ୍ଖଳା ଉପୁଜିଲେ ତୁରନ୍ତ ପଦକ୍ଷେପ ନେଉଛନ୍ତି। ବିଜେପି ଶାସନଭାର ଗ୍ରହଣ କରିବା ପରେ ଗତ ୮ ମାସ ମଧ୍ୟରେ ରାଜ୍ୟର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି। ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ମୁଖ୍ୟତଃ ନିୟନ୍ତ୍ରଣରେ ରହିଛି। ଆଇନଶୃଙ୍ଖଳା ବଜାୟ ରଖିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ଏବଂ କୌଣସି ବିଶୃଙ୍ଖଳା ଉପୁଜିଲେ ତୁରନ୍ତ ପଦକ୍ଷେପ ନେଉଛନ୍ତି। ରାଜ୍ୟର ପୁଲିସ କର୍ମଚାରୀମାନେ ତୁରନ୍ତ ହସ୍ତକ୍ଷେପ କରି ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସମୟ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ମାମଲା ରୁଜୁ…

Read More