Author: TRUPTIMAYEE SAHOO

ଖୁବ୍ ଶୀଘ୍ର ବନ୍ଦ ହେବ ରେଜିଷ୍ଟ୍ରଡ୍ ପୋଷ୍ଟାଲ ସର୍ଭିସ୍ । କାରଣ ଭାରତୀୟ ଡାକ ବିଭାଗ ଏହାର ପଞ୍ଜିକୃତ ଡାକ ସେବାକୁ ବନ୍ଦ କରିବାକୁ ଯୋଜନା କରୁଛି । ବିଭାଗ ଏହି ସେବାକୁ ସ୍ପିଡ୍ ପୋଷ୍ଟ ସହିତ ମିଶ୍ରଣ କରିବାକୁ ଯୋଜନା କରୁଛି । ଡାକ ବିଭାଗ ବନ୍ଦ କରିବ ୫୦ ବର୍ଷ ପୁରୁଣା ଏହି ରେଜିଷ୍ଟ୍ରୀ ଡାକ ସେବା । ଏହାଫଳରେ ଆଉ ପଠାଇ ହେବନି ଦୀର୍ଘ ଦିନ ହେବ ପ୍ରଚଳିତ ରେଜିଷ୍ଟ୍ରି ଚିଠି ବ୍ୟବସ୍ଥା । କାର୍ଯ୍ୟକୁ ଦ୍ରୁତ , ଚିଠିକୁ ସହଜରେ ଟ୍ରାକ୍ କରିବା ଏବଂ ସେବାକୁ ଆଧୁନିକ କରିବା ଲକ୍ଷ୍ୟରେ ଡାକ ବିଭାଗ ଦ୍ୱାରା ଏହି ନିଷ୍ପତ୍ତି ନିଆଯାଇଛି । ତେଣୁ ଏହି ରେଜିଷ୍ଟ୍ରୀ ଡାକ ସେବା ସେପ୍ଟେମ୍ବର ପହିଲାରୁ ବନ୍ଦ ହୋଇଯିବ । ଯଦି ଆପଣ ୭୦, ୮୦ କିମ୍ବା ୯୦ ଦଶକରେ ଜନ୍ମଗ୍ରହଣ କରିଛନ୍ତି, ତେବେ ଆପଣ ପୋଷ୍ଟ ଅଫିସରେ ରେଜିଷ୍ଟ୍ରୀ ଡାକ…

Read More