Author: TRUPTIMAYEE SAHOO

ବିଜେପିରେ ଯୋଗ ଦେଲେ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ଲଖନପୁର ବ୍ଲକର ନିର୍ବାଚିତ ଜନପ୍ରତିନିଧି । ବିଜେଡି ସମର୍ଥିତ ୧୦ ଜଣ ସରପଂଚଙ୍କ ସମେତ ଅନେକ କର୍ମୀ । ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଏବଂ ପରିବହନ ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣ ମହାପାତ୍ରଙ୍କ ଉପସ୍ଥିତିରେ ଯୋଗଦାନ । ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଲେ ବରିଷ୍ଠ ନେତୃବୃନ୍ଦ ।  ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର ।   ପ୍ରଧାନମନ୍ତ୍ରୀ  ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ।…

Read More