Author: TRUPTIMAYEE SAHOO

WhatsApp: ଏହା କରିବାରେ ଦେଶର ତୃତୀୟ ରାଜ୍ୟ ହେଲା ଓଡ଼ିଶା ଓଡ଼ିଶା ସରକାର ଓ ମେଟା ଇଣ୍ଡିଆ ମିଳିତ ଭାବେ ଶୁକ୍ରବାର ଏକ ୟୁନିଫାଏଡ୍ ହ୍ଵାଟ୍ସଆପ୍ ଚାଟ୍‌ବଟ୍‌ର ଶୁଭାରମ୍ଭ କରିଛନ୍ତି, ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମୟ କ୍ରମେ ସମସ୍ତ ସରକାରୀ ସେବା  ପ୍ରଦାନ କରିବ। ଏହି ଚାଟ୍‌ବଟ୍‌  ଜରିଆରେ ନାଗରିକମାନେ ଗୋଟିଏ ହ୍ୱାଟ୍ସଆପ୍ ନମ୍ବର ଜରିଆରେ ଜନ୍ମ ଓ ଆୟ ପ୍ରମାଣପତ୍ର ପାଇବା, ଡ୍ରାଇଭିଂ ଓ ସାର ଲାଇସେନ୍ସ ପାଇଁ ଆବେଦନ କରିବା ଏବଂ ଜାତୀୟ ପରିବାର ମଙ୍ଗଳ ଯୋଜନା  ଭଳି ବିଭିନ୍ନ  ଗୁରୁତ୍ୱପୂର୍ଣ୍ଣ ସରକାରୀ ସେବା ପାଇପାରିବେ । ଲୋକସେବା ଭବନଠାରେ ଅନୁଷ୍ଠିତ ଏହି ବୁଝାମଣାପତ୍ର ସ୍ୱାକ୍ଷର କାର୍ଯ୍ୟକ୍ରମରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ଅନୁ ଗର୍ଗ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର…

Read More