Author: TRUPTIMAYEE SAHOO

KIIT:  ଟିମ୍ ଗଠନ କରି କିଟ୍ ବିଶ୍ୱବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଲଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ୱବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତରେ ସହାୟତା କରିବା ପାଇଁ ରେଜିଷ୍ଟ୍ରାରଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।  ତଦନ୍ତକାରୀ ଟିମ୍ ମାର୍ଚ୍ଚ ୧୦ ତାରିଖ ସୁଦ୍ଧା ତଦନ୍ତ ଶେଷ କରି ରିପୋର୍ଟ ପ୍ରଦାନ କରିବାକୁ ଜାତୀୟ ମାନବାଧିକାର କମିସନ୍ ନିର୍ଦ୍ଦେଶ ଦେଇଛନ୍ତି। ଗତ ଫେବ୍ରୁଆରି ୧୬ ତାରିଖ ଅପରାହ୍ନରେ ପୂର୍ବତନ ବିଜେଡି ସାଂସଦ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିଟ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ କରୁଥିବା ବେଳେ ହଷ୍ଟେଲ ରୁମରୁ ୨୦ ବର୍ଷୀୟା ନେପାଳୀ ନାବାଳିକା ପ୍ରକୃତି ଲାମସାଲଙ୍କ ମୃତଦେହ…

Read More