Author: TRUPTIMAYEE SAHOO

Uttam Mohanty: ଉତ୍ତମଙ୍କ ପରଲୋକ ଖବର ଶୁଣି ଦୁଃଖ ପ୍ରକାଶ କଲେ ମୋହନ ଓ ବୈଜୟନ୍ତ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମେତ ବରିଷ୍ଠ ରାଜନେତା, ଓଡ଼ିଆ ଚଳଚ୍ଚିତ୍ରର ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, କଳାକାର, ଦର୍ଶକ ଓ ପ୍ରଶଂସକ ଦୁଃଖ ଓ ଶୋକ ପ୍ରକାଶ କରିଛନ୍ତି। ଲୋକପ୍ରିୟ ଅଭିନେତାଙ୍କ ଆତ୍ମାକୁ ଶାନ୍ତି ମିଳୁ ବୋଲି ପ୍ରାର୍ଥନା କରିଛନ୍ତି। ସେହିପରି ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଶାର ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଓଡ଼ିଆ କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଓଡ଼ିଆ କଳା ଜଗତରେ ସେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ…

Read More