Author: TRUPTIMAYEE SAHOO

Subhadra Shakti Mela: ମାଛ ଆମ୍ବିଳରେ ହେଉଛି ଭିଡ଼ ଓଡ଼ିଶାର ସମୃଦ୍ଧ ଐତିହ୍ୟ, କାରିଗରୀ ଏବଂ ମହିଳା ନେତୃତ୍ୱାଧୀନ ଉଦ୍ୟୋଗର ଅଭୁତପୂର୍ବ ପ୍ରଦର୍ଶନ, ଭୁବନେଶ୍ୱରର ଜନତା ମଇଦାନରେ ଚାଲିଥିବା ସୁଭଦ୍ରା ଶକ୍ତି ମେଳା ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଚାଲିଛି। ୩୦୦ରୁ ଅଧିକ ଷ୍ଟଲ୍ ସହିତ ଏହି ମେଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଏବଂ ଉତ୍ପାଦକ ଗୋଷ୍ଠୀ (ପିଜି) ମାନଙ୍କ ପାଇଁ ହସ୍ତତନ୍ତ, ହସ୍ତଶିଳ୍ପ, ଜୈବିକ ଉତ୍ପାଦ, ଘରୋଇ ସାମଗ୍ରୀ, ମା ମାନଙ୍କ ହାତ ତିଆରି ଖାଦ୍ୟ ଓ ମସଲା ସମେତ ବିଭିନ୍ନ ପ୍ରକାରର ଉତ୍ପାଦ ପ୍ରଦର୍ଶନ କରିବାରେ ଏକ ବୃହତ ମଞ୍ଚ ସାଜିଛି। ମେଳାର ଆକର୍ଷଣ ମଧ୍ୟରେ, ମା ମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟର ସମ୍ଭାର – ‘ସୁଭଦ୍ରା ଶକ୍ତି ମେଳା ଫୁଡ୍ କୋର୍ଟ’ ଏକ ପ୍ରମୁଖ ଆକର୍ଷଣର କେନ୍ଦ୍ର ଭାବରେ ଉଭା ହୋଇଛି, ଯେଉଁଠାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଏସ୍‌ଏଚ୍‌ଜି ଦ୍ୱାରା ପ୍ରସ୍ତୁତ ଓଡ଼ିଆ ପାରମ୍ପରିକ ବ୍ୟଞ୍ଜନର ପ୍ରକୃତ…

Read More