Author: TRUPTIMAYEE SAHOO

Agriculture: ମ୍ୟାପ୍ ମାଇଁ କ୍ରପ କମ୍ପାନୀ ଓଡ଼ିଶାରେ କାର୍ଯ୍ୟ କରିବାକୁ ଆଗ୍ରହୀ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମ୍ୟାପ ମାଇଁ କ୍ରପର ପ୍ରତିନିଧି ଉପମୁଖ୍ୟମନ୍ତ୍ରୀ ତଥା  କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ଏକ ଉପସ୍ଥାପନ ପ୍ରଦର୍ଶନ କରିଛନ୍ତି। ଏହି ଉପସ୍ଥାପନ ପ୍ରଦର୍ଶନ ସମୟରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ପ୍ରମୁଖ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଓଡ଼ିଶା ଏକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ । ପ୍ରତିବର୍ଷ ଏଠାରେ ବାତ୍ୟା, ଅଦିନିଆ ବର୍ଷା, ବନ୍ୟା, ସାମୁଦ୍ରିକ ଝଡ଼ ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିଥାଏ ଏବଂ କୃଷକମାନେ ହିଁ ଏହାର ସର୍ବାଧିକ କ୍ଷତି ସହିଥାନ୍ତି । ଏହା ବାଦ, ରୋଗପୋକ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ମଧ୍ୟ ଫସଲ ହାନି…

Read More