Author: TRUPTIMAYEE SAHOO

Odisha: ଯୋଜନାବଦ୍ଧ ଭାବେ ବିକଶିତ ସହର ବୃଦ୍ଧି ଉପରେ ଗୁରୁତ୍ୱ ରାଜ୍ୟ ସରକାରଙ୍କ ଗୁରୁତ୍ୱ  ବିକଶିତ ଓଡିଶା ବିକଶିତ ସହର । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ  ଉନ୍ନୟନ କର୍ତ୍ତୃପକ୍ଷଗୁଡିକ ମାଧ୍ୟମରେ   ଯୋଜନାବଦ୍ଧ ଭାବେ ରାଜ୍ୟରେ ବିକଶିତ ସହର ବୃଦ୍ଧି କରାଯିବା ଉପରେ  ଗୁରୁତ୍ୱ ଆରୋପ କରାଯାଇଛି । ଏ ନେଇ ଗୁରୁବାର ଗୃହ ନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନଷ୍ଠିତ ହୋଇଯାଇଛି । ଖାରବେଳ ଭବନ ଠାରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢୀ , ପୌର ନିର୍ଦ୍ଦେଶକ ଅରିନ୍ଦମ୍ ଡାକୁଆଙ୍କ ସମେତ ଭୁବନେଶ୍ୱର , କଟକ , ବ୍ରହ୍ମପୁର ଏବଂ ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ ଭିସି , ସହର ପ୍ଲାନର ଏବଂ ଅନ୍ୟାନ୍ୟ ପଦସ୍ଥ ଅଧିକାରୀମାନେ ଉପସ୍ଥିତ ଥିଲେ ।  ବିଡିଏ ଦ୍ୱାରା ଆରମ୍ଭ କରାଯାଇଥିବା ଟିପି ସ୍କିମ୍‍ କଟକ…

Read More