Author: TRUPTIMAYEE SAHOO

central assitance: ପାଞ୍ଚ ରାଜ୍ୟକୁ ମିଳିବ ୧୫୫୫ କୋଟି କେନ୍ଦ୍ର ସ୍ୱରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ) ଅଧୀନରେ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତାକୁ ଅନୁମୋଦନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଏହି ପାଞ୍ଚଟି ରାଜ୍ୟର ଲୋକଙ୍କୁ ସାହାଯ୍ୟ କରିବାର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି । ଉଚ୍ଚସ୍ତରୀୟ କମିଟି ଏନଡିଆରଏଫ ଅଧୀନରେ ପାଞ୍ଚଟି ରାଜ୍ୟକୁ ୧୫୫୪.୯୯ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତାକୁ ଅନୁମୋଦନ କରିଛି, ଯାହା କି ଚଳିତ ବର୍ଷ ପାଇଁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏସଡିଆରଏଫ)ରେ ଉପଲବ୍ଧ ପ୍ରାରମ୍ଭିକ ରାଶିର ୫୦% ଆଡଜଷ୍ଟମେଣ୍ଟ ଅଧୀନରେ…

Read More