Author: TRUPTIMAYEE SAHOO

Odisha: ରାଜ୍ୟରେ ସବୁଜ ହାଇଡ୍ରୋଜେନ୍ ଏବଂ ଆମୋନିଆ ଶିଳ୍ପ ପ୍ରତିଷ୍ଠାରେ ଏହା ଏକ ଐତିହାସିକ ଘଟଣା। ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଆମୋନିଆ ବିକାଶ ପାଇଁ ଓଡ଼ିଶା ଭାରତର ଅଗ୍ରଣୀ ରାଜ୍ୟ। ଅନୁକୂଳ ନୀତି, ବିକଶିତ ସାମୁଦ୍ରିକ ବନ୍ଦର ସହିତ ସବୁଜ ଶକ୍ତି ପାଇବା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି, ସାର, ଇସ୍ପାତ ଏବଂ ଅନ୍ୟାନ୍ୟ ଧାତୁ ଶିଳ୍ପ ଏବଂ ତୈଳ ବିଶୋଧନାଗାରରେ ସବୁଜ ହାଇଡ୍ରୋଜେନ୍ / ଆମୋନିଆର ଆବଶ୍ୟକ ରହିଛି । ଗ୍ରୀଡକୋ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଗ୍ରୀନ୍ ଏନର୍ଜି ଓପନ୍ ଆକ୍ସେସ୍ ରେଗୁଲେସନ୍ସ, ୨୦୨୩ ଅଧୀନରେ ମେସର୍ସ ଅଭାଡା ଗ୍ରୀନ ଏଚ ୨ ପ୍ରାଇଭେଟ ଲିମିଟେଡ଼ (Avada Green H2 Pvt Ltd) ସହିତ ୩୧.୧୨.୨୦୨୮ ରୁ ଆଗାମୀ ୨୫ ବର୍ଷ ପାଇଁ ଗଞ୍ଜାମର ଗୋପାଳପୁରରେ ବାର୍ଷିକ ୦.୫ ମେଟ୍ରିକ ଟନ ବିଶିଷ୍ଟ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ପାଇଁ ୩୦୦ ମେଗାୱାଟର ସବୁଜ ପାୱାର ବ୍ୟାଙ୍କିଂ ସୁବିଧା ପ୍ରଦାନ କରିବା…

Read More