Author: TRUPTIMAYEE SAHOO

ସବୁଜ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି ଦେଶ ଭାରତ ୧୦୦ ଗିଗାୱାଟ୍ ସୌର ଶକ୍ତି କ୍ଷମତା ଅତିକ୍ରମ କରି ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ବିଶ୍ୱସ୍ତରରେ ଅଗ୍ରଣୀ ରାଷ୍ଟ୍ର ଭାବରେ ନିଜର ସ୍ଥିତିକୁ ସୁଦୃଢ଼ କରିଛି । ସ୍ୱଚ୍ଛ, ସବୁଜ ଭବିଷ୍ୟତ ପାଇଁ ଦେଶର ପ୍ରତିବଦ୍ଧତାକୁ ଏହି ଉଲ୍ଲେଖନୀୟ ସଫଳତା ପ୍ରମାଣିତ କରୁଛି ଏବଂ ୨୦୩୦ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୫୦୦ ଗିଗାୱାଟ ଅଣ-ଜୀବାଶ୍ମ ଇନ୍ଧନ ଭିତ୍ତିକ ଶକ୍ତି କ୍ଷମତାର ମହତ୍ୱାକାଂକ୍ଷୀ ଲକ୍ଷ୍ୟକୁ ସାକାର କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । କେନ୍ଦ୍ର ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ ଦଶ ବର୍ଷ ମଧ୍ୟରେ ଭାରତର ଶକ୍ତି ଯାତ୍ରା ଐତିହାସିକ ଏବଂ ପ୍ରେରଣାଦାୟକ ରହିଛି । ସୋଲାର ପ୍ୟାନେଲ, ସୋଲାର ପାର୍କ ଓ ଛାତ ଉପର ସୌର…

Read More