Author: TRUPTIMAYEE SAHOO

ଗତ ୮ ମାସ ମଧ୍ୟରେ ୨୬ ହଜାରରୁ ଅଧିକ ସରକାରୀ ନିଯୁକ୍ତି ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିବ; ମୋହନ ସରକାରୀ ଚାକିରି କେବଳ ଏକ ଜୀବନ ଜୀବିକାର ସାଧନ ନୁହେଁ । ଏହା ଜନସେବାର ଏକ ମାଧ୍ୟମ । ସାଧାରଣ ଜନତା, ସରକାର ଏବଂ ସରକାରୀ ବିଧି ବ୍ୟବସ୍ଥାରୁ ଅନେକ ଆଶା ଆକାଂକ୍ଷା କରିଥାନ୍ତି ଏବଂ ସେ ସବୁକୁ ପୂରଣ କରିବା ପାଇଁ ଆପଣମାନେ ହେଉଛନ୍ତି ସବୁଠାରୁ  ବଡ଼ ମାଧ୍ୟମ । କାରଣ, ତୃଣମୂଳ ସ୍ତରରେ ଯୋଜନା ଏବଂ କାର୍ଯ୍ୟକ୍ରମର ରୂପାୟନ ଦାୟିତ୍ଵ ଆପଣଙ୍କ କାନ୍ଧରେ । ମୁଁ ଆଶା କରୁଛି ଏବଂ ମୋର ପୁରା ବିଶ୍ୱାସ ଯେ, ଏହାକୁ ପୂରଣ କରିବାରେ ଆପଣମାନେ ସମସ୍ତେ ସମର୍ଥ ହେବେ । ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ପଡିଆଠାରେ ଆୟୋଜିତ ନିଯୁକ୍ତି ମେଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇ ସେମାନଙ୍କ କାର୍ଯ୍ୟଦକ୍ଷତା ଓ ସାମର୍ଥ୍ୟ ଉପରେ ଆସ୍ଥା ପ୍ରକାଶ…

Read More