Author: TRUPTIMAYEE SAHOO

ବଲାଙ୍ଗୀରର ଆଲୋକ କାଲଶେଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଡାକ୍ତରଖାନା ପଠଗଲା ବୌଦ୍ଧର ପ୍ରତ୍ୟୁଷା ଗିରିଙ୍କ ଚିକିତ୍ସା ପାଇଁ  ୫ ଲକ୍ଷ ପ୍ରଦାନ ଆଗ ଜିଲ୍ଲାପାଳଙ୍କୁ ଅଭିଯୋଗ ଜଣାଅ: ମୋହନ ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଅଷ୍ଟମ ପାଳି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି। ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ବୌଦ୍ଧ ଜିଲ୍ଲାର ହେରମ୍ବ ଗିରି ତାଙ୍କ ୭ ବର୍ଷର ଝିଅ ପ୍ରତ୍ୟୁଷା ଗିରିଙ୍କୁ ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ । ଝିଅଟି ଜେରୋଡର୍ମା ନାମକ ଏକ ଜଟିଳ ରୋଗରେ ପୀଡ଼ିତ । ଏହି ରୋଗର ଚିକିତ୍ସା ମଧ୍ୟ ବହୁ ବ୍ୟୟସାପେକ୍ଷ । ଗତ ଡିସେମ୍ୱର ୩୦ ତାରିଖରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଆସି ଦେଖା କରିଥିଲେ  ।…

Read More