Author: TRUPTIMAYEE SAHOO

କଟନୀ ଛଟନୀ ଅଭିଯୋଗର କଲେ ତଦନ୍ତ ମଣ୍ଡି ସଂପାଦକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହାଫ୍‌ ପ୍ୟାଣ୍ଟ୍‌କୁ ବେକରେ ଗାମୁଛା । ମୁହଁରେ ମାସ୍କ ପିନ୍ଧି ମଣ୍ଡିରେ ପହଞ୍ଚିଲେ ଜିଲ୍ଲାପାଳ । ୪ ତାରିଖ ଧାନ ବିକିବାକୁ ଟୋକନ୍‌ ମିଳିଛି । ଧାନ ଆଣିବି କି ବୋଲି ମଣ୍ଡିରେ ପଚାରିଲେ । ହେଲେ ୧୬ ତାରିଖରେ ଧାନ ଆଣ ବୋଲି ମଣ୍ଡି ସମ୍ପାଦକ କହିଥିଲେ । ପୁଣି ୧୫ରୁ ୧୬ କେଜି ଯାଏ ଧାନ କାଟିବେ ବୋଲି ମଧ୍ୟ କହିଥିଲେ। ହେଲେ ହାଫ୍‌ ପ୍ୟାଣ୍ଟ ପିନ୍ଧା ମଣିଷ ଜଣକ ଚାଷୀ ନ ଥିଲେ, ଥିଲେ ଜିଲ୍ଲା ମୁଖିଆ । ଭଦ୍ରକ ଜିଲ୍ଲାପାଳଙ୍କ ଚାଷୀ ବେଶରେ ମଣ୍ଡି ପରିଦର୍ଶନ ବେଳେ ଘୋର ଅବ୍ୟବସ୍ଥା ସାମ୍ନାକୁ ଆସିଛି । ଏହାକୁ ଦେଖି ଖପ୍ପା ହୋଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ । ଏଥିସହ ସମ୍ପୃକ୍ତ ମଣ୍ଡି ସମ୍ପାଦକଙ୍କୁ ଏଭଳି ଅବ୍ୟବସ୍ଥା ପାଇଁ କାରଣ ଦର୍ଶାଅ ନୋଟିସ୍‌ ଜାରି…

Read More