Author: TRUPTIMAYEE SAHOO

ବର୍ଣ୍ଣବୋଧର ପୁନଃମୁଦ୍ରିତ ସଂସ୍କରଣ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ବର୍ଣ୍ଣବୋଧ ଓଡ଼ିଆଙ୍କ ପ୍ରିୟ ପୁସ୍ତକ ଚଳିତ ବର୍ଷ ୧୦ ହଜାର କପି ଛପାଯିବ ଓଡ଼ିଶା ଏବଂ ଓଡ଼ିଆ  ଭାଷା ଯେଉଁ କାଳଖଣ୍ଡରେ ନିଜର ଅସ୍ଥିତ୍ୱ ଓ ଜାତୀୟତା ପାଇଁ ସଂଗ୍ରାମ କରୁଥିଲେ, ସେହି ସମୟରେ ଭକ୍ତକବି ମଧୁସୂଦନ ରାଓ ଛବିଳ ମଧୁ ବର୍ଣ୍ଣବୋଧ ବହି ପ୍ରକାଶ କରି ଆମ ରାଜ୍ୟର ହୃତ ଗୌରବ ଫେରାଇ ଆଣିଥିଲେ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡିଜିଟାଲ କପି ଉନ୍ମୋଚନ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଚଳିତ ବର୍ଷ ଏହି ପୁସ୍ତକର ୧୦ ହଜାର କପି ଛପାଇବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ପବିତ୍ର ଶ୍ରୀପଞ୍ଚମୀ ଓ ଭକ୍ତକବି ମଧୁସୂଦନ ରାଓଙ୍କ ଜନ୍ମତିଥି ଅବସରରେ ତାଙ୍କ ରଚିତ ବର୍ଣ୍ଣବୋଧକୁ ନୂତନ ଭାବେ ପ୍ରକାଶ କରିବା, ଭକ୍ତକବିଙ୍କ ପ୍ରତି…

Read More