Author: TRUPTIMAYEE SAHOO

ରାସ୍ତାଘାଟର ଉନ୍ନତି ପାଇଁ ଆସିବ ସ୍ୱତନ୍ତ୍ର ନୀତି ରାସ୍ତାକଡ଼ରେ ନିର୍ମାଣ ହେବ ୟୁଟିଲିଟି କରିଡ଼ର ଗ୍ରାମାଞ୍ଚଳରେ ଜମି ଅଧିଗ୍ରହଣ ପାଇଁ ରହିବ ଅର୍ଥ ବ୍ୟବସ୍ଥା ନିୟମିତ ରାସ୍ତାର ସ୍ଥିତି ଯାଞ୍ଚ ମରାମତି ପାଇଁ ହେବ ବ୍ୟବସ୍ଥା ରାସ୍ତା ଦୁର୍ଘଟଣା ଏଡ଼ାଇବା ପାଇଁ ନୀତିରେ ରହିବ ସ୍ୱତନ୍ତ୍ର ପ୍ରାବଧାନ ରାଜ୍ୟରେ ରାସ୍ତାଘାଟର ନିର୍ମାଣ, ମରାମତି ଏବଂ ଉନ୍ନତିକରଣ ପାଇଁ ଏକ ସ୍ୱତନ୍ତ୍ର ନୀତି ପ୍ରଣୟନ ପାଇଁ ଆଇନ୍‌, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ, ରାଜ୍ୟ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଉପସ୍ଥିତିରେ ରାଜ୍ୟ ଲୋକସେବା ଭବନସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଗମନାଗମନ ସୁବିଧାକୁ କିଭଳି ଅଧିକ ଉନ୍ନତ ଏବଂ ଶୃଙ୍ଖଳିତ କରି…

Read More