Author: TRUPTIMAYEE SAHOO

ଆରମ୍ଭ ହେଲା ତିନି ଦିନିଆ ମୟୂରଭଞ୍ଜ ଉତ୍ସଵ ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି ମୟୂରଭଞ୍ଜରେ ହେବ ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର; ମୁଖ୍ୟମନ୍ତ୍ରୀଙ୍କ  ମୟୂରଭଞ୍ଜ ଜିଲ୍ଲାର ଗୌରବଜ୍ଜଳ ଇତିହାସ ସର୍ବଜନ ବିଦିତ। ଓଡ଼ିଶା ମାଟିକୁ ବିଭିନ୍ନ କ୍ଷେତ୍ରରେ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱର୍ ଠାରେ ଆୟୋଜିତ ମୟୂରଭଞ୍ଜ ଉତ୍ସବ ଅବସରରେ କହିଛନ୍ତି। ଭୁବନେଶ୍ୱର ଉତ୍କଳ ମଣ୍ଡପ ଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ, ଇଂରେଜ ଶାସନ କାଳରେ ମୟୂରଭଞ୍ଜ ରାଜ୍ୟର ବହୁ ଉନ୍ନତିମୂଳକ କାର୍ଯ୍ୟ ରାଜ ପରିବାର ଦ୍ଵାରା ସମାପନ ହୋଇଥିଲା। ଆଜି ପୂର୍ବ ଭାରତରେ ସୁଖ୍ୟାତି ଅର୍ଜନ କରିଥିବା କଟକ ବଡ଼ ମେଡ଼ିକାଲ ଓଡ଼ିଶାର ବରପୁତ୍ର ମୟୂରଭଞ୍ଜର ସୁନାମଧନ୍ୟ ମହାରାଜା…

Read More