Author: TRUPTIMAYEE SAHOO

ବୟନ, ପୋଷାକ ଶିଳ୍ପ କ୍ଷେତ୍ରରେ ୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ  ୩୬ଟି ୟୁନିଟରେ ହେବ ନିବେଶ  ମିଳିବ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ବୟନଶିଳ୍ପ,  ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ । ଆଜି ମୋଟ ୮ଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଫଳରେ ୩୬ଟି ୟୁନିଟରେ ₹୭୭୬୨ କୋଟି ଟଙ୍କାର ପୁଞ୍ଜି ନିବେଶ ସୁରକ୍ଷିତ ହୋଇଛି । ଏହା ଯୋଗୁଁ ରାଜ୍ୟରେ ୨୨୦୦୦ ପ୍ରତ୍ୟକ୍ଷ ଏବଂ ୬୬୦୦୦ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । “ଦ ଇମରଜିଙ୍ଗ ଡେଷ୍ଟିନେସନ ଫର ଟେକ୍ସଟାଇଲସ୍, ଆପାରେଲସ୍ ଆଣ୍ଡ ହାଣ୍ଡଲୁମସ୍” (ବୟନ, ପୋଷାକ, ଏବଂ ହସ୍ତତନ୍ତ ପାଇଁ ସମ୍ଭାବନାର କ୍ଷେତ୍ର)…

Read More