Author: TRUPTIMAYEE SAHOO

୧୭ଟି ଏମଓୟୁ ସ୍ୱାକ୍ଷରିତ ଖୋଲିବ ୫୮ ଶୀତଳ ଭଣ୍ଡାର ଜୈବିକ ଓ ଜଳବାୟୁ ସହନଶୀଳ କୃଷିକୁ ପ୍ରାଧାନ୍ୟ; ସିଂହଦେଓ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦୁଇଦିନ ଧରି ଚାଲିଥିବା ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ଦିବସର ପ୍ରଥମ ଅଧିବେଶନରେ ‘କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ- ଓଡ଼ିଶାରେ ନିରନ୍ତର ଖାଦ୍ୟ ଓ ଅଭିବୃଦ୍ଧି’ ଶୀର୍ଷକ ଆଲୋଚନା ହୋଇଯାଇଛି । ଏହି ଅଧିବେଶନରେ ମୋଟ ୧୭ଟି ଏମ୍‌ଓୟୁ ସ୍ୱାକ୍ଷରିତ ହେବା ସହ ପ୍ରାୟ ୧୨୮୯ କୋଟି ଟଙ୍କାର ନିବେଶ ପାଇଁ ନିବେଶକମାନେ ସହମତି ପ୍ରଦାନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଧିବେଶନରେ ନିବେଶକମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ବିକଶିତ ଭାରତ ଲକ୍ଷ୍ୟକୁ ପୂରଣ କରିବା ପାଇଁ ଆମକୁ ବିକଶିତ ଓଡ଼ିଶା ଗଠନ କରିବାକୁ ହେବ । ଏଥି ପାଇଁ ଜୈବିକ କୃଷି, ଜଳବାୟୁ ସହନଶୀଳ କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ…

Read More