Author: TRUPTIMAYEE SAHOO

ଔଦ୍ୟୋଗିକ ବିକାଶ ଯାତ୍ରାରେ  ମହିଳାଙ୍କୁ ସାମିଲ କରିବା ଉପରେ ଗୁରୁତ୍ୱାରୋପ ଆମ ପାଇଁ ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ ଏହା ଏକ ପ୍ରତିବଦ୍ଧତା- ମୁଖ୍ୟମନ୍ତ୍ରୀ ଆମ ପାଇଁ ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ ଏହା ଏକ ପ୍ରତିବଦ୍ଧତା । ରାଜ୍ୟର ମହିଳାଙ୍କ ଆଶା, ଆକାଂକ୍ଷା ପୂରଣ କରିବା ପାଇଁ ନୂତନ ସରକାର ଦାୟିତ୍ୱ ନେବାର ଏକ ଘଣ୍ଟା ମଧ୍ୟରେ ସୁଭଦ୍ରା ଯୋଜନା ପ୍ରଣୟନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ପ୍ରତିଶ୍ରୁତି ଦିଆଯାଇଥିଲା ତାହା ପୂରଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ରେ ଆୟୋଜିତ ମହିଳାଙ୍କୁ ନେଇ ସ୍ୱତନ୍ତ୍ର ଅଧିବେଶନ ‘ସୁଭଦ୍ରାରୁ ମୁଦ୍ରା’  ଅବସରରେ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନସୁଦ୍ଧା ଏହି ସୁଭଦ୍ରା ଯୋଜନାରେ ୧ କୋଟି ୭ ଲକ୍ଷ ଯୋଗ୍ୟ ହିତାଧିକାରୀ ପଞ୍ଜୀକରଣ କରିଛନ୍ତି । ଅଦ୍ୟାବଧି ୮୦ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କୁ…

Read More