Author: TRUPTIMAYEE SAHOO

ସ୍ୱାସ୍ଥ୍ୟ , ଫାର୍ମା ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ପ୍ରାୟ ୪୩୪୯ କୋଟି ଟଙ୍କାର ପୁଞ୍ଜି ହେବ ନିବେଶ ଓଡ଼ିଶା ନବସୃଜନ ଓ ପୁଞ୍ଜି ବିନିଯୋଗର ହବ ହୋଇଛି: ମହାଲିଙ୍ଗ ଲକ୍ଷ ଲକ୍ଷ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଓଡିଶା ସହିତ ହାତ ମିଳାନ୍ତୁ:  ପାତ୍ର ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଳେଭ ୨୦୨୫ରେ ସ୍ୱାସ୍ଥ୍ୟ, ଫାର୍ମା ଏବଂ ବାୟୋଟେକ୍ନୋଲୋଜି ଉପରେ “UNIVERSAL HEALTH AND WELLNESS IN ODISHA,” ଶୀର୍ଷକ ଅଧିବେଶନ ଆୟୋଜିତ ହୋଇଯାଇଛି । ଏହି ଅଧିବେଶନରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ବିଜ୍ଞାନ ଏବଂ କାରିଗରୀ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଲେ ଯେ “ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ସହଯୋଗରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ବ୍ୟବସାୟ ଅନୁକୂଳ ପରିବେଶ ସୃଷ୍ଟି କରୁଛନ୍ତି, ଯାହାଦ୍ୱାରା ଓଡିଶାର ଆର୍ଥିକ-ସାମାଜିକ ସ୍ଥିତିରେ ଆଶାତୀତ ଉନ୍ନତି ଆସିବ । ଶିଳ୍ପ, ଏକାଡେମୀ ଏବଂ ସମାଜ ମଧ୍ୟରେ ସହଭାଗିତାକୁ…

Read More