Author: TRUPTIMAYEE SAHOO

ତୃତୀୟ ପର୍ଯ୍ୟାୟ ପାଇଁ ପଞ୍ଜୀକରଣ ପୋର୍ଟାଲର ଶୁଭାରମ୍ଭ ଏହାର କଥାବସ୍ତୁ ରହିଛି ‘ଋଷି ଅଗସ୍ତୀ’; ଧର୍ମେନ୍ଦ୍ର ମୋଦିଙ୍କ ଏହା ମୂଳ କଳ୍ପନା ଥିଲା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାଶୀ ତାମିଲ ସଙ୍ଗମମ୍ (କେଟିଏସ୍)ର ତୃତୀୟ ସଂସ୍କରଣ ପାଇଁ ପଞ୍ଜୀକରଣ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଛନ୍ତି ଯେ  କାଶୀ ତାମିଲ ସଙ୍ଗମମ ୩.୦ ଆସନ୍ତା ଫେବୃଆରି ୧୫ ତାରିଖରୁ ଉତ୍ତରପ୍ରଦେଶର ବାରଣାସୀରେ ଆରମ୍ଭ ହେବ ଏବଂ ୧୦ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମ ଫେବୃଆରି ୨୪ ତାରିଖରେ ଶେଷ ହେବ । ଆଇଆଇଟି ମାଡ୍ରାସ ଦ୍ୱାରା ପରିଚାଳିତ ପୋର୍ଟାଲ kashitamil.iitm.ac.in ରେ ଫେବୃଆରି ୧, ୨୦୨୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ପଞ୍ଜୀକରଣ କରିପାରିବେ । ଶ୍ରୀ ପ୍ରଧାନ କହିଛନ୍ତି ଯେ କାଶୀ ତାମିଲ ସଙ୍ଗମମ ୩.୦ ଜରିଆରେ ତାମିଲନାଡୁ ଓ କାଶୀ ମଧ୍ୟରେ ଅତୁଟ ସମ୍ପର୍କ ସୃଷ୍ଟି ହେବ । କାଶୀ…

Read More