Author: TRUPTIMAYEE SAHOO

ନୂତନ ଜ୍ଞାନକୌଶଳ ବ୍ୟବହାର ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର ଟି୩ ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଯାହାକି ଖୋର୍ଦ୍ଧା ରୋଡ୍ – ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି। ୨୬୨୦ ମିଟର ଦୈର୍ଘ୍ୟ ଏବଂ ୨-ଡିଗ୍ରୀ କର୍ଭ ବିଶିଷ୍ଟ ଏହି ସୁଡ଼ଙ୍ଗ ଖନନ କାର୍ଯ୍ୟ ବର୍ତ୍ତମାନ ନୂତନ ଜ୍ଞାନକୌଶଳ ପଦ୍ଧତି ଦ୍ୱାରା କାର୍ଯ୍ୟ ସମାପ୍ତ ହୋଇଛି। ଏହି ସଫଳତା ବ୍ରେକ ଥ୍ରୂ ବା “ଦିବାଲୋକ”, ୧୩ ଜାନୁଆରି ୨୦୨୫ରେ ସଫଳତାର ସହ ହାସଲ କରାଯାଇଥିଲା, ଯାହା ଏହି ଗୁରୁତ୍ୱପୂର୍ଣ୍ଣ ସାର୍ବଜନୀନ କେନ୍ଦ୍ରିକ ରେଳ ଲାଇନ ପ୍ରକଳ୍ପ ନିର୍ମାଣରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା। ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ଚାଲୁ ରହିଥିବା ସମଗ୍ର ରେଳ ଲାଇନ ପ୍ରକଳ୍ପରେ ସୁଡ଼ଙ୍ଗ ନମ୍ବର ଟି୩ ହେଉଛି ନୟାଗଡ଼ ଜିଲ୍ଲାର ସବୁଠାରୁ ଲମ୍ବା ସୁଡ଼ଙ୍ଗ ଏବଂ ଏହି ପ୍ରକଳ୍ପର…

Read More