Author: TRUPTIMAYEE SAHOO

ସବୁ ଜିଲ୍ଲାରେ ରହିଛି ପର୍ଯ୍ୟବେକ୍ଷଣ କେନ୍ଦ୍ର ଭାରତ ସରକାରଙ୍କ ପୃଥିବୀ ବିଜ୍ଞାନ ମନ୍ତ୍ରାଳୟ  ଓ ଭାରତ ପାଣିପାଗ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଭାରତ ପାଣିପାଗ ବିଭାଗର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ହଲରେ ଏକ ଦିବସୀୟ ଉପଯୋଗକର୍ତ୍ତା କର୍ମଶାଳା ଆୟୋଜିତ ହୋଇଥିଲା l  ଏହି କର୍ମଶାଳାର ବିଷୟବସ୍ତୁ “ଓଡ଼ିଶା ଉପରେ ଅତ୍ୟନ୍ତ ଭୀଷଣ ପାଣିପାଗ ଜନିତ ଘଟଣାସମୂହ” ରହିଥିଲା l  ଆୟୋଜିତ ଏହି କର୍ମଶାଳାରେ ମୁଖ୍ୟ ଅତିଥି ରୂପେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିବାବେଳେ ଅନ୍ୟଅତିଥି ମାନଙ୍କ ମଧ୍ୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଭାରତ ପାଣିପାଗ ବିଜ୍ଞାନ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର,  ଡ଼ ସୋମନାଥ ଦତ୍ତ,…

Read More