Author: TRUPTIMAYEE SAHOO

ମାନବିକ ସ୍ୱାର୍ଥକୁ ପ୍ରାଥମିକତା ଦେଉଛି ଭାରତ ଦେଶର ଭବିଷ୍ୟତରେ ସମସ୍ତଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ସିବିସିଆଇ କେନ୍ଦ୍ର ପରିସରରେ କାଥୋଲିକ୍ ବିଶପ୍ସ କନ୍‌ଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ କୌଣସି ପ୍ରଧାନମନ୍ତ୍ରୀ ଭାରତର କ୍ୟାଥଲିକ ଚର୍ଚ୍ଚ ମୁଖ୍ୟାଳୟରେ ଏଭଳି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କାର୍ଡିନାଲ, ବିଶପ ଏବଂ ଚର୍ଚ୍ଚର ପ୍ରମୁଖ  ନେତାଙ୍କ ସମେତ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ପ୍ରମୁଖ ନେତାଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ । ଦେଶର ନାଗରିକ ଏବଂ ବିଶ୍ୱବ୍ୟାପୀ ଖ୍ରୀଷ୍ଟିଆନ ସମ୍ପ୍ରଦାୟକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ କିଛି ଦିନ ତଳେ ସେ କେନ୍ଦ୍ର ମନ୍ତ୍ରୀ ଜର୍ଜ କୁରିଆନଙ୍କ ବାସଭବନରେ ଖ୍ରୀଷ୍ଟମାସ ଉତ୍ସବରେ  ଯୋଗ ଦେଇଥିଲେ  ଏବଂ ଆଜି କ୍ୟାଥୋଲିକ ବିଶପ୍ସ କନଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ) ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ…

Read More