Author: TRUPTIMAYEE SAHOO

କଳାକାରଙ୍କ ପ୍ରତିଭା ପ୍ରଦର୍ଶନର ଦେଇଛି ସୁଯୋଗ କେନ୍ଦୁଝରରେ ପର୍ଯ୍ୟଟନର ଅପାର ସମ୍ଭାବନା କେନ୍ଦୁଝରର କଳା, ସଂସ୍କୃତି, ପରମ୍ପରା, ଲୋକନୃତ୍ୟ, ଗ୍ରାମୀଣ ଶିଳ୍ପକଳା, ଶିଳ୍ପୀ ଏବଂ କଳାକାରଙ୍କୁ ଉତ୍ସାହିତ କରିବା ପାଇଁ ‘ଗୋନାସିକା ମହୋତ୍ସବ’ ଏକ ଉତ୍କୃଷ୍ଟ ମଞ୍ଚ । ସମଗ୍ର ରାଜ୍ୟରେ ଗୋନାସିକା ମହୋତ୍ସବ ଏବେ ଆଲୋଡନ ସୃଷ୍ଟି କରିଛି ଏବଂ ସ୍ଥାନୀୟ କଳାକାରଙ୍କୁ ପ୍ରତିଭା ପ୍ରଦର୍ଶନର ସୁଯୋଗ ମିଳିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । କେନ୍ଦୁଝର ପ୍ରସିଦ୍ଧ ଉତ୍ସବ ‘ଗୋନାସିକା ମହୋତ୍ସବ-2024’ର ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଇ ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଗୋନାସିକା ମହୋତ୍ସବରେ ମିଶନଶକ୍ତି ମାନଙ୍କୁ ନିଜ ହାତ ତିଆରି ଦ୍ରବ୍ୟ ବିକ୍ରି କରିବା ପାଇଁ ବଜାର ସୁବିଧା ମିଳିଛି । ବର୍ତ୍ତମାନ ପର୍ଯ୍ୟନ୍ତ ମିଶନ ଶକ୍ତି ମା’ମାନେ ୭୫ଲକ୍ଷ ଟଙ୍କାର ବ୍ୟବସାୟ କରିସାରିଥିବା ବେଳେ ୨୭ ତାରିଖ ମଧ୍ୟରେ 3କୋଟି ଟଙ୍କାର ବ୍ୟବସାୟ ହେବାର ଆକଳନ ଅଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।…

Read More