Author: TRUPTIMAYEE SAHOO

ସାମ୍ବାଦିକମାନେ ସାହାସୀ ହୁଅନ୍ତୁ ବଣମଲ୍ଲୀଙ୍କୁ ସମ୍ନାକୁ ଆଣନ୍ତୁ ଓଡ଼ିଶାରେ ସାମ୍ବାଦିକ ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁ ଦାୟିତ୍ୱ ନିର୍ବାହ କରୁଛନ୍ତି । ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କର ବି ଦାୟିତ୍ୱ ଅଛି । ଏହି ସାମ୍ବାଦିକ ବନ୍ଧୁମାନଙ୍କର ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ସହ ସେମାନଙ୍କୁ ବିଧିବିଦ୍ଧ ଭାବରେ ମାନ୍ୟତା ପ୍ରଦାନ କରିବା ତଥା ପେନସନ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ସାମ୍ବାଦିକ ୟୁନିୟନ(ଓଜେୟୁ)ର ୫୩ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ସାମ୍ବାଦିକମାନଙ୍କ ସ୍ୱାର୍ଥ, ସୁରକ୍ଷା ଓ ସଂଘର୍ଷକୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଥିବା ଓଡ଼ିଶା ସାମ୍ବାଦିକ ୟୁନିୟନର କାର୍ଯ୍ୟ ପ୍ରଶଂସନୀୟ । ଆମ ଦେଶର ସମ୍ବିଧାନର ଗୌରବମୟ ୭୫ ବର୍ଷ ପୂର୍ତ୍ତି ହୋଇଛି । ତେବେ ସମ୍ବିଧାନ ପ୍ରଣୟନ ହେବା…

Read More