Author: TRUPTIMAYEE SAHOO

୫.୧୧ଲକ୍ଷ ଆବେଦନକାରୀଙ୍କୁ ବାୟୋମେଟ୍ରିକ ଇ-କେଓ୍ୱାଇସି ପାଇଁ ଅନୁରୋଧ ମୋସେବା ଓ ଜନସେବା କେନ୍ଦ୍ରରେ କରିପାରିବେ ଯାଞ୍ଚ ୫୨ କେନ୍ଦ୍ର କଳା ତାଲିକାଭୁକ୍ତ  ଏବେଠୁ ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କୁ ସୁଭଦ୍ରା ଯୋଜନାର ସହାୟତା ପାଇବା ନିମନ୍ତେ ବାୟୋମେଟ୍ରିକ ପ୍ରକ୍ରିୟାରେ ଇ-କେୱାଇସି କରିବାକୁ ପଡିବ । ଯେଉଁ ୫.୧୧ଲକ୍ଷ ହିତାଧିକାରୀମାନେ ସୁଭଦ୍ରା ଅଧୀନରେ ଇ-କେୱାଇସି କରିନାହାନ୍ତି କିମ୍ବା ଓଟିପି ମାଧ୍ୟମରେ ଇ-କେୱାଇସି କରିଛନ୍ତି, ସୁଭଦ୍ରା ସହାୟତା ପାଇବା ନିମନ୍ତେ ସେମାନଙ୍କୁ ମଧ୍ୟ ବାୟୋମେଟ୍ରିକ ପ୍ରକ୍ରିୟା  ଇ-କେୱାଇସି କରିବାକୁ ପଡିବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସମସ୍ତ ହିତାଧିକାରୀଙ୍କୁ ଆଶ୍ଵାସନା ଦେଇ କହିଛନ୍ତି ଯେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଆବେଦନ ଯାଞ୍ଚ ସରିଲେ  ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ସହାୟତା ଉପଲବ୍ଧ ହେବ । ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ର (ସିଏସସି/ଏମଏସକେ)ମାନଙ୍କରେ ବାୟୋମେଟ୍ରିକ ପ୍ରକ୍ରିୟାରେ ସୁଭଦ୍ରା ସହାୟତା ପାଇନଥିବା ହିତାଧିକାରୀମାନଙ୍କ ଇ-କେୱାଇସି କରାଯିବ ବୋଲି…

Read More