Author: TRUPTIMAYEE SAHOO

ସବୁ ଜିଲ୍ଲାରେ ଖୋଲିବ ମେଡ଼ିକାଲ କଲେଜ ପ୍ରଥମେ ଖୋଲିବ ଭଦ୍ରକରେ ରାଜ୍ୟବାସୀଙ୍କୁ ସୁବିଧାରେ ଓ ନିରପଦ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ସବୁ ଜିଲ୍ଲାରେ ଖୋଲିବ ମେଡ଼କାଲ କଲେଜ । ଖୁବ ଶୀଘ୍ର ନିଯୁକ୍ତି ହେବେ ୫ ହଜାର ଡାକ୍ତର । ୩ହଜାର ପାରା ମେଡିକାଲ ଷ୍ଟାଫ । ଏ ନେଇ ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ ଘୋଷଣା । ସେ କହିଛନ୍ତି ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ଦୁଇଟି ସଂଶୋଧନ କରାଯାଇଛି। ଖୁବ ଶୀଘ୍ର ୫ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଏଥିପାଇଁ ପ୍ରକ୍ରିୟା ଚାଲିଛି । ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ୨୦୧୪ ପରଠୁ ଯେତେସବୁ ଶହେ ବେଡ୍‌ ବିଶିଷ୍ଟ ମେଡିକାଲ କଲେଜ ଖୋଲିଛି…

Read More