Author: TRUPTIMAYEE SAHOO

odisha assembly: ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଯଦି ମୋହନ ସରକାର ସେ କାମ କରନ୍ତି ତେବେ ଜନଆନ୍ଦୋଳନରେ ନିଜେ ସାମିଲ ହେବେ ବୋଲି କେ.ଭି ସିଂହଦେଓ କହିଛନ୍ତି ଆଜି ବିଧାନସଭାରେ ଉଠିଲା ଗନ୍ଧମାର୍ଦ୍ଦନ ପାହାଡ଼ ଜମି ପ୍ରସଙ୍ଗ। ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଯଦି ମୋହନ ସରକାର ସେ କାମ କରନ୍ତି ତେବେ ଜନଆନ୍ଦୋଳନରେ ନିଜେ ସାମିଲ ହେବେ ବୋଲି କେ.ଭି ସିଂହଦେଓ କହିଛନ୍ତି। ବିଜେଡିକୁ ପାଲଟା ପ୍ରଶ୍ନ କରି ସେ କହିଛନ୍ତି କି, ଗୃହରେ ବିଜେଡି ସଦସ୍ୟ ସ୍ୱୀକାର କରନ୍ତୁ ଯେ, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ଗନ୍ଧମାର୍ଦ୍ଦନ…

Read More