Author: TRUPTIMAYEE SAHOO

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାଞ୍ଚ-ରାଷ୍ଟ୍ରୀୟ ଗସ୍ତରେ ବାହାରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ UAE, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତରେ ବାହାରିଛନ୍ତି । ଆଗାମୀ ଛଅ ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ଅନେକ ବିଶ୍ୱ ନେତାଙ୍କ ସହ ଆଲୋଚନା କରିବେ । ଏହି ଗସ୍ତର ଉଦ୍ଦେଶ୍ୟ ହେଉଛି ଭାରତର ବିଶ୍ୱସ୍ତରୀୟ ସହଭାଗୀତାକୁ ମଜବୁତ କରିବା । ତାଙ୍କର ପ୍ରଥମ ରହଣି UAE ହେବ, ଯେଉଁଠାରେ ସେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କ ସହ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ ଆବୁଧାବିରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ସଂଯୁକ୍ତ ଆରବ ଏମିରେଟସ୍ ର ସରକାରୀ ଗସ୍ତର ଲକ୍ଷ୍ୟ ହେଉଛି ଦୁଇ ରାଷ୍ଟ୍ର ମଧ୍ୟରେ ବ୍ୟାପକ ଦ୍ୱିପାକ୍ଷିକ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବା । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ…

Read More