Author: TRUPTIMAYEE SAHOO

ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭାରତୀୟ ଜନତା ପାର୍ଟିର ଦେବେନ୍ଦ୍ର ଫଡ଼ନାବିସ। ଆଜି ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ପାର୍ଟିର ନେତାମାନେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ହେବେ ଶିବସେବାର ଏକନାଥ ଶିନ୍ଦେ ଓ ଏନସିପିର ଅଜିତ ପାୱାର।  ଆସନ୍ତାକାଲି ନେବେ ଶପଥ ଶେଷରେ ଛିଣ୍ଡିଛି ମହାରାଷ୍ଟ୍ର ଅଙ୍କ। ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭାରତୀୟ ଜନତା ପାର୍ଟିର ଦେବେନ୍ଦ୍ର ଫଡ଼ନାବିସ। ଆଜି ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ପାର୍ଟିର ନେତାମାନେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ହେବେ ଶିବସେବାର ଏକନାଥ ଶିନ୍ଦେ ଓ ଏନସିପିର ଅଜିତ ପାୱାର। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମୁମ୍ବାଇର ଆଜାଦ ମଇଦାନରେ ଅପରାହ୍ଣ ୫ ଘଣ୍ଟା ସମୟରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଶପଥଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ ବୋଲି ମହାରାଷ୍ଟ୍ର ବିଜେପି ସଭାପତି ଚନ୍ଦ୍ରଶେଖର ବାବନକୁଳ ଘୋଷଣା…

Read More