Author: TRUPTIMAYEE SAHOO

Odisha: ରିହାତି ଦରରେ କିଣି ହେବ ମନପସନ୍ଦର ହସ୍ତତନ୍ତ ବସ୍ତ୍ର, ୧୫ କୋଟିର ବିଜିନେସ୍ ଲକ୍ଷ୍ୟ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ବୁଧବାରଠାରୁ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ଆରମ୍ଭ ହୋଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିବା ସହ କହିଛନ୍ତି, “ହସ୍ତତନ୍ତ ଆମ ଗରିମାମୟ ଐତିହ୍ୟର ବାର୍ତ୍ତାବହ । ଏହା ଆମ ଅସ୍ମିତାର ନିଦର୍ଶନ । ଏହାର ସଂରକ୍ଷଣ ଓ ପ୍ରଚାର ପ୍ରସାର ସହ ବୁଣାକାର ବନ୍ଧୁମାନଙ୍କୁ ଆର୍ଥିକଭାବେ ସଶକ୍ତ କରିବା ହେଉଛି ସମୟର ଆହ୍ୱାନ ।” ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ୍ ତାପସ୍ କୁମାର ନିଜ ପ୍ରତିକ୍ରିୟାରେ କହିଛନ୍ତି, “ରାଜ୍ୟ ତଥା ଦେଶର ସମସ୍ତ ବୟନ କଳାକୁ ପ୍ରଦର୍ଶିତ କରିବା ସହ ବିକ୍ରୟ ପାଇଁ ଏହି…

Read More