Author: TRUPTIMAYEE SAHOO

Odisha Police: ବ୍ୟବହୃତ ବାଇକ ଓ ପିକଅପ ଭ୍ୟାନ ଜବତ ବୌଦ୍ଧ, ରାୟଗଡା ଏବଂ ଫୁଲବାଣୀ ଜିଲ୍ଲା ପୁଲିସ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତଙ୍କ ନିକଟରୁ ମୋଟ ୩୩୨୭ କେଜି ଗଞ୍ଜେଇ ଜବତ କରାଯାଇଥିବାବେଳେ ଗଞ୍ଜେଇ ଚୋରା ଚାଲାଣ ପାଇଁ ବ୍ୟବହୃତ ହେଉଥିବା ବାଇକ ଏବଂ ପିକଅପ୍ ଭ୍ୟାନକୁ ମଧ୍ୟ ପୁଲିସ ଜବତ କରିଛି । ରାୟଗଡା ଜିଲ୍ଲା ଗୁଣୁପୁର ଥାନା, ବୌଦ୍ଧ ଜିଲ୍ଲାର ଗୋଛପଡା ଏବଂ ବୌଦ୍ଧ ଥାନାରେ ଦୁଇଟି ମାମଲା ଏବଂ ଅନ୍ୟଟି ଫୁଲବାଣୀ ସଦର ଥାନାରେ  ପଞ୍ଜିକୃତ ହୋଇଛି । ବୌଦ୍ଧ  ଥାନା ଅଧୀନ ନେନ୍ଦନ ଗାଁ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଅଭିଯୁକ୍ତମାନେ ଏକ ପିକଅପ ଭ୍ୟାନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସମ୍ପର୍କରେ ଖବର ପାଇ ପୁଲିସ ଯାଞ୍ଚ କରିଥିଲା।  ଘଟଣାସ୍ଥଳରୁ ଜଣେ ଅଭିଯୁକ୍ତକୁ ପୁଲିସ ଗିରଫ…

Read More