Author: TRUPTIMAYEE SAHOO

Odisha: ୬୨ ହଜାରରୁ ଊର୍ଦ୍ଧ୍ୱ ହେବେ ଲାଭାନ୍ୱିତ ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ କରି ପରିବାରର ମହିଳାମାନଙ୍କୁ ସାମିଲ କରାଯାଉଅଛି । ପୁନର୍ବାର ଏହି ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ବିଭିନ୍ନ ସାମାଜିକ ତଥା ଅର୍ଥନୈତିକ ସହାୟତା ପ୍ରଦାନ କରିବା ପାଇଁ ସେମାନଙ୍କୁ ଗ୍ରାମ ଓ ପଞ୍ଚାୟତସ୍ତରରେ ସଂଗଠିତ କରାଯାଉଅଛି। ଏହି ସ୍ଵୟଂ ସହାୟକ ଗୋଷ୍ଠୀ (SHG), ଆଞ୍ଚଳିକ ମଞ୍ଚ (CLF) ଏବଂ ଗ୍ରାମ ପଞ୍ଚାୟତ ସଂଘ (GPLF)ଗୁଡିକୁ ସୁଦୃଢ ଓ ସଶକ୍ତ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କୁ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ଦ୍ଵାରା ନିଯୁକ୍ତି ଦିଆଯାଇଥିଲା । କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ମଧ୍ୟରେ Community Resource Person for Community…

Read More