Author: TRUPTIMAYEE SAHOO

Health:  ୨୦୨୫-୨୬ ଶିକ୍ଷାବର୍ଷରେ ୧୦୦ ଜଣ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ଆଡମିଶନ ପାଇଁ ଲକ୍ଷ୍ୟ ତାଳଚେରର ପବିତ୍ର ମୋହନ ପ୍ରଧାନ ମେଡ଼ିକାଲ କଲେଜ ଓ ହସ୍ପିଟାଲ ଏବଂ ଫୁଲବାଣୀ ସରକାରୀ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରିବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି । ଏହି ଦୁଇ ମେଡ଼ିକାଲ କଲେଜ କାର୍ଯ୍ୟକ୍ଷମ ହେଲେ ରାଜ୍ୟର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବାରେ ଆଶାତୀତ ଉନ୍ନତି ହେବା ସହ ସ୍ଥାନୀୟ ଅଞ୍ଚଳବାସୀ ବିଶେଷ ଭାବେ ଉପକୃତ ହେବେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍ ଏକ ବୈଠକରେ ଅଧ୍ୟକ୍ଷତା କରି ଏହି ଦୁଇ ଅନୁଷ୍ଠାନର ବିବିଧ ଆବଶ୍ୟକତାକୁ ତୁରନ୍ତ ପୂର୍ଣ୍ଣ କରିବା ନେଇ ସରକାରଙ୍କ ଲୋକାଭିମୁଖୀ ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିଥିଲେ ।  ଅନୁଷ୍ଠାନର କୋଠାବାଡ଼ିରୁ ଆରମ୍ଭ କରି ଯନ୍ତ୍ରପାତି ଯାଏଁ ସମସ୍ତ ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ…

Read More