Author: TRUPTIMAYEE SAHOO

High Court: ୨୦୨୩ରେ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ଅବଦାନ ପାଇଁ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା। ଯେଉଁ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ୨୦୨୩ରେ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଥିଲା ତାଙ୍କୁ ଏହା ଦିଆ ନଥିଲା ବୋଲି ଅଭିଯୋଗ ହୋଇଛି। ପଦ୍ମଶ୍ରୀ ପୁରସ୍କାର ବିବାଦ ହାଇକୋର୍ଟରେ ପହଞ୍ଚିଛି। ୨୦୨୩ରେ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ଅବଦାନ ପାଇଁ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା। ଯେଉଁ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ୨୦୨୩ରେ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଥିଲା ତାଙ୍କୁ ଏହା ଦିଆ ନ ଯାଇ ଅନ୍ୟ ଜଣେ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା ବୋଲି ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତର ସହିତ ଗ୍ରହଣ କରିଛନ୍ତି। ଆବେଦନକାରୀ ଅନ୍ତର୍ଯ୍ୟାମୀ ମିଶ୍ର ଓ ପ୍ରତିପକ୍ଷ ନମ୍ବର-୨ ଢେଙ୍କାନାଳର ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ବ୍ୟକ୍ତିଗତ ଭାବେ ଫେବ୍ରୁଆରି ୨୪ ତାରିଖ ଦିନ ୨ଟାରେ ହାଜର ହେବାକୁ ହାଇକୋର୍ଟ…

Read More