Author: TRUPTIMAYEE SAHOO

ଓଡ଼ିଶା ସବୁଜ ଶକ୍ତିର ଭବିଷ୍ୟତ ସଂରକ୍ଷଣ ଓ ଅକ୍ଷୟ ଶକ୍ତିର ଆକାଂକ୍ଷା ପୂରଣ କରିବା: ସିଂହଦେଓ ଅର୍ଥନୈତିକ ଅଭିବୃଦ୍ଧି କଫିଟେବୁଲ ବହି  ଉନ୍ମୋଚିତ ଭାରତର ବୃହତ ପୁଞ୍ଜିନିବେଶ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା ସମ୍ମିଳନୀର  ଦ୍ୱିତୀୟ ଦିନରେ ବିକଶିତ ଓଡ଼ିଶା ପାଇଁ ଅକ୍ଷୟ ଶକ୍ତି ଏବଂ ଅକ୍ଷୟ ଶକ୍ତି ପାଇଁ ଉପକରଣ ଉତ୍ପାଦନ ନିମନ୍ତେ ଇକୋସିଷ୍ଟମ ସୃଷ୍ଟି କରିବା ବିଷୟବସ୍ତୁକୁ ନେଇ ଅଧିବେଶନ ଆୟୋଜିତ ହୋଇଯାଇଛି । ଅଧିବେଶନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ଥିବା ବେଳେ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ, ନିବେଶକ, ଛାତ୍ରଛାତ୍ରୀଙ୍କ ସମେତ ୩ଶହରୁ ଅଧିକ ଅଂଶଗ୍ରହଣ କରିଥିଲେ । ଓଡ଼ିଶାର ସବୁଜ ଶକ୍ତିର ଭବିଷ୍ୟତକୁ ସଂରକ୍ଷିତ କରିବା ଏବଂ ଅକ୍ଷୟ ଶକ୍ତିର ଆକାଂକ୍ଷାକୁ ପୂରଣ କରିବା ଦିଗରେ ରାଜ୍ୟ ସରକାର ନିବେଶକମାନଙ୍କୁ ଆହ୍ୱାନ କରୁଛନ୍ତି । ବିକଶିତ ଓଡ଼ିଶା ୨୦୪୭ର ଦୃଷ୍ଟିକୋଣକୁ ଆଧାର କରି ଓଡ଼ିଶା ରାଜ୍ୟ ଶକ୍ତି କ୍ଷେତ୍ରର ବିକାଶ ପାଇଁ ଏକ ବ୍ୟାପକ…

Read More