Author: TRUPTIMAYEE SAHOO

ଭାରତ ଅନେକ କ୍ଷେତ୍ରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଲକ୍ଷ୍ୟ ହାସଲ କରୁଛି: ପ୍ରଧାନମନ୍ତ୍ରୀ ଭାରତର ଯୁବପିଢ଼ିଙ୍କ ଚିନ୍ତାଧାରାର ପରିସର ଅତୁଳନୀୟ ବିକଶିତ ଭାରତ ଅର୍ଥନୈତିକ, ରଣନୈତିକ, ସାମାଜିକ ଓ ସାଂସ୍କୃତିକ ଦୃଷ୍ଟିରୁ ସୁଦୃଢ଼ ହେବ  ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ  ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ…

Read More