Author: TRUPTIMAYEE SAHOO

ମହାକୁମ୍ଭ ପାଇଁ ଓଡ଼ିଶାରୁ ସ୍ୱତନ୍ତ୍ର ଟ୍ରେନ ଚାଲିବ; ଅଶ୍ୱିନୀ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସବୁଜ ଶକ୍ତି ଲକ୍ଷ୍ୟ ହାସଲ ଦିଗରେ ଉଲ୍ଲେଖନୀୟ ପ୍ରଗତି ହାସଲ କରିଛି । ବର୍ତ୍ତମାନ ଦେଶରେ ଉତ୍ପାଦିତ ଶକ୍ତିରେ ଅକ୍ଷୟ ଶକ୍ତିର ଭାଗ ୪୫ ପ୍ରତିଶତ ରହିଛି ବୋଲି କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ଗୁରୁବାର ଭୁବନେଶ୍ୱର ଠାରେ ପ୍ରବାସୀ ଭାରତୀୟ ଦିବସ ସମାରୋହରେ ‘‘ସବୁଜ ସଂଯୋଗ: ଦୀର୍ଘସ୍ଥାୟୀ ବିକାଶରେ ପ୍ରବାସୀଙ୍କ ଯୋଗଦାନ’’ ବିଷୟବସ୍ତୁ ଉପରେ ମତ ରଖି ସେ କହିଛନ୍ତି, ସବୁଜ ଶକ୍ତି ଏବଂ ଦୀର୍ଘସ୍ଥାୟୀ ବିକାଶ ପାଇଁ ପ୍ରଯୁକ୍ତିର ବିକାଶ ଗୁରୁତ୍ୱପୂର୍ଣ୍ଣ। ଭାରତ ଏହି କ୍ଷେତ୍ରରେ ଅଧିକ ଆଗକୁ ବଢ଼ିବା ପାଇଁ ପ୍ରଯୁକ୍ତି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଆବଶ୍ୟକ । ଭାରତ ଆଜି ନୂଆ ପ୍ରଯୁକ୍ତି ଉଦ୍ଭାବନ କ୍ଷେତ୍ରରେ ଏକାଗ୍ରଚିତ୍ତ ହୋଇ କାମ କରୁଛି । ଶ୍ରୀ ବୈଷ୍ଣବ…

Read More