Author: TRUPTIMAYEE SAHOO

ନୃତ୍ୟ ନାଟିକାରେ ଓଡ଼ିଆ ଅସ୍ମିତା ଭାଗନେଲେ ୩୫୦ ନୃତ୍ୟଶିଳ୍ପୀ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଆଲୋକମାଳାରେ ଝଲସୁଛି ମନ୍ଦିରମାଳିନୀ ସହର ଭୁବନେଶ୍ୱର। ବୁଧବାର ପ୍ରବାସୀ ଭାରତୀୟ ଦିବସ ସାଂସ୍କୃତିକ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ପରିବେଷଣ ହୋଇଛି ନୃତ୍ୟ ନାଟିକା “ଗାଥା ଓଡ଼ିଶାର : ବନ୍ଦେ ଉତ୍କଳ ଜନନୀ”। ଓଡ଼ିଆ ଅସ୍ମିତାକୁ ଆଧାର କରି ପ୍ରସ୍ତୁତ ହୋଇଥିବା ଏହି ନୃତ୍ୟ ନାଟିକା ସମସ୍ତ ଦର୍ଶକମାନଙ୍କୁ ବିମୋହିତ କରିଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଦୀପ ପ୍ରଜ୍ଵଳନ କରି ଆଜିର ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଓଡ଼ିଶାର କଳା, ଭାସ୍କର୍ଯ୍ୟ, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାକୁ ନେଇ ପ୍ରସ୍ତୁତ ହୋଇଥିଲା “ଗାଥା ଓଡ଼ିଶାର” ନୃତ୍ୟ ନାଟିକା। ପ୍ରାଚୀନ ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଇତିହାସ, କଳିଙ୍ଗ ଯୁଦ୍ଧ ଓ ପାଇକ ବିଦ୍ରୋହ ଠାରୁ ନେଇ…

Read More