Author: TRUPTIMAYEE SAHOO

ଓଡ଼ିଶାର ବିକାଶ ଯାତ୍ରାରେ ପ୍ରବାସୀ ଭାରତୀୟମାନେ ସାମିଲ ହୁଅନ୍ତୁ; ମୋହନ ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଭାଗିତା ଉଲ୍ଲେଖନୀୟ ହେବ; ଜୟଶଙ୍କର  ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ବୁଧବାର ଆରମ୍ଭ ହୋଇଛି । ଏହି ତ୍ରି-ଦିବସୀୟ ସମ୍ମିଳନୀର ପ୍ରଥମ ଦିନ “ଯୁବ ପ୍ରବାସୀ ଭାରତୀୟ ଦିବସ” ମହା ସମାରୋହରେ ଉଦଘାଟିତ ହୋଇଛି । ପ୍ରଦୀପ ପ୍ରଜ୍ଜ୍ୱଳନ ସାଙ୍ଗକୁ ମନ୍ତ୍ରଧ୍ୱନି ମୁଖରିତ ପରିବେଶରେ ଆୟୋଜିତ ଏହି ଉଦଘାଟନ ପର୍ବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର  ମନ୍ତ୍ରୀ ଡଃ. ଏସ୍ . ଜୟଶଙ୍କର, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ମନସୁଖ ଏଲ୍. ମାଣ୍ଡବ୍ୟ, କେନ୍ଦ୍ର ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର  ମାର୍ଘେରିଟା, ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ରକ୍ଷା ନିଖିଲ ଖାଡସେ, ନ୍ୟୁଜ୍ ଓ୍ୱିକ୍ (ଆମେରିକା)ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ   ଡଃ.  ଦେବ ପ୍ରଗଡ ଯୋଗ ଦେଇଥିଲେ…

Read More