Author: TRUPTIMAYEE SAHOO

୧.୬ଲକ୍ଷ ଛାତ୍ରଛାତ୍ରୀ ପାଇଲେ ପ୍ରୋତ୍ସାହନ ମାଧୋ ସିଂହଙ୍କ ଅଣନାତି ଲୋକଶ୍ୱର ସିଂହ ବରିହାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ଆଦିବାସୀ କଳା ଓ ସଂସ୍କୃତି ଏଥର ବିଶ୍ୱ ମଞ୍ଚରେ ପ୍ରସିଦ୍ଧି ଅର୍ଜନ କରିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ବହୁ ପ୍ରସିଦ୍ଧ ବାର୍ଷିକ ଆଦିବାସୀ ମେଳାର ଉଦଘାଟନ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଉପଲକ୍ଷେ ଏହି ମେଳାକୁ ଚଳିତ ବର୍ଷ ଆଗୁଆ କରାଯାଇ ଜାନୁଆରି୫ ରୁ ଜାନୁଆରି ୧୫ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ୱରକୁ ଆସୁଥିବା ତଥା ଭୁବନେଶ୍ୱର ବାସୀଙ୍କ ପାଇଁ ଏହି ମେଳା ଏକ ଅବିଛେଦ୍ୟ ଅଙ୍ଗ ହୋଇଯାଇଛି । ଏ ବର୍ଷ ପ୍ରବାସୀ ଭାରତୀୟ ମାନେ ଭୁବନେଶ୍ୱର ଆସିବେ ଏବଂ ଆଦିବାସୀ ସଂସ୍କୃତିର ସୁନ୍ଦରତା ଦେଖିବେ, ଜାଣିବେ ଓ ଅନୁଭବ କରିବେ । ଓଡିଶାର ସବୁ ଆଦିବାସୀ ମାନଙ୍କର ଏହି ମହାପର୍ବ ଏଥର…

Read More