Author: TRUPTIMAYEE SAHOO

୮୮ ପ୍ରତିଶତ ଅଭିଯୋଗର ସମାଧାନ ଅସୁସ୍ଥ ବୌଦ୍ଧର ପ୍ରତ୍ୟୁଷଙ୍କୁ କଟକ ମେଡିକାଲ ପଠାଗଲା ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ସପ୍ତମ ପାଳି, ଚଳିତ ବର୍ଷର ଶେଷ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ, ଅଭିଯୋଗ ପ୍ରକୋଷ୍ଠରେ ଅଥବା ଯେଉଁଠାକୁ ଯାଆନ୍ତି ସେଠାରେ ସାଧାରଣଲୋକଙ୍କୁ ଭେଟିବା, ସେମାନଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।ସୋମବାର ସପ୍ତମ ପାଳିର ଆରମ୍ଭରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ବାହାରେ ଚେୟାରରେ ବସିଥିବା ପ୍ରାୟ ୪୦ ଜଣ ଭିନ୍ନକ୍ଷମ ମାନଙ୍କୁ ପ୍ରଥମେ ଭେଟିଥିଲେ । ସେମାନଙ୍କ ସମସ୍ୟା ଓ ଅଭିଯୋଗକୁ ଗୋଟି ଗୋଟି କରି ଶୁଣିବା ପରେ ପାଖରେ ଥିବା ମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କୁ ଅଭିଯୋଗ ପତ୍ର…

Read More