Author: TRUPTIMAYEE SAHOO

ପାଞ୍ଚ ବର୍ଷରେ ୨ ଲକ୍ଷ ନୂଆ ପାକ୍ସ ୧୦ ହଜାର ଏମପାକ୍ସ ଲୋକାର୍ପଣ ​କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ୧୦,୦୦୦ ନବଗଠିତ ବହୁମୁଖୀ ପ୍ରାଥମିକ କୃଷି ଋଣ ସମିତି (ପାକ୍ସ), ଦୁଗ୍ଧ ଏବଂ ମତ୍ସ୍ୟ ଉତ୍ପାଦନ ସମବାୟ ସମିତିର ଉଦଘାଟନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ମତ୍ସ୍ୟ, ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଓ ପଞ୍ଚାୟତିରାଜ ମନ୍ତ୍ରୀ ରାଜୀବ ରଞ୍ଜନ ସିଂ, କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ କୃଷ୍ଣପାଲ ଏବଂ ମୁରଲୀଧର ମୋହୋଲ ଏବଂ ସମବାୟ ମନ୍ତ୍ରଣାଳୟର ସଚିବଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଶାହ ଦେଶର ଦୁଇ ମହାପୁରୁଷ ପଣ୍ଡିତ ମଦନ ମୋହନ ମାଲବ୍ୟ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ । ସେ କହିଥିଲେ ଯେ ପଣ୍ଡିତ ମଦନ ମୋହନ ମାଲବ୍ୟ ଜୀ ଭାରତର ସ୍ୱାଧୀନତା…

Read More