Author: Anasuya Das

ଦେଶରେ ବର୍ଜ୍ୟବସ୍ତୁର ବ୍ୟବସ୍ଥିତ ସଂଗ୍ରହ ୯୭% ଓ୍ୱାର୍ଡ଼ରେ ପହଞ୍ଚିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପ୍ରଥମ ଓ ଦ୍ୱିତୀୟ ପାଳି ଭଳି ତୃତୀୟ ପାଳିର ପ୍ରଥମ ୬ ମାସ ମଧ୍ୟରେ ଦେଶରେ ସ୍ୱଚ୍ଛତାର ପ୍ରସାର ଏବଂ ସହରୀ ବିକାଶ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିବା କେନ୍ଦ୍ର ଶିକ୍ଷା ଓ ଉତ୍ତର ପୂର୍ବାଞ୍ଚଳ ବିକାଶ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ସୁକାନ୍ତ ମଜୁମଦାର କହିଛନ୍ତି । ଭୁବନେଶ୍ୱର ଠାରେ ଗଣମାଧ୍ୟମକୁ ବିବୃତି ଦେଇ ଶ୍ରୀ ମଜୁମଦାର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ୧୫ ସେପ୍ଟେମ୍ବର ଠାରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ‘ସ୍ୱଭାବ ସ୍ୱଚ୍ଛତା ସଂସ୍କାର ସ୍ୱଚ୍ଛତା’କୁ ନେଇ ସମ୍ପୂର୍ଣ୍ଣ ଅଭିଯାନ ଆରମ୍ଭ କରିଥିଲେ । ସ୍ୱଚ୍ଛତା କ୍ଷେତ୍ରରେ କାମ କରୁଥିବା ଲୋକଙ୍କୁ ଗୁରୁତ୍ୱ ଦେଇ ସରକାର ସ୍ୱଚ୍ଛ ମିତ୍ରଙ୍କୁ ସମ୍ମାନ ଦେବା ଲାଗି ପଦକ୍ଷେପ ନେଇଥିଲେ । ଜନଭାଗିଦାରୀ ବଢ଼ାଇବା ପାଇଁ ସ୍ୱଚ୍ଛତା ଅଭିଯାନରେ ଚଳିତ ବର୍ଷ ୧୭…

Read More