Author: Anasuya Das

ଧାନ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମାଆ ମାନଙ୍କୁ ସୁଭଦ୍ରା ଯୋଜନାରେ ସହାୟତା ଦେଇ ମାଆ ମାନଙ୍କ ସରକାର ଭାବେ ମଧ୍ୟ ସୁନାମ କରିଥିଲେ। ଏବେ ଚାଷୀ ମାନଙ୍କୁ ଧାନ କ୍ଵିଣ୍ଟାଲ ପିଛା ୮୦୦ ଟଙ୍କା ଇନପୁଟ ସବସିଡି ଦେଇ ସରକାର ହୋଇଛନ୍ତି ‘ଚାଷୀଙ୍କ ସରକାର’। ବରଗଡର ସୋହେଲାରେ ଚାଷୀ ଭାଇମାନଙ୍କ ମଧ୍ୟରେ ଖୁସିର ଲହର ଖେଳିଛି । ଲୋକଙ୍କ ସରକାର ଆଜି ଚାଷୀଭାଇମାନଙ୍କୁ ଦେଉଛନ୍ତି ସେମାନଙ୍କ ପରିଶ୍ରମର ମୂଲ୍ୟ।  ଚାଷୀମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀମାନଙ୍କୁ ଧାନର ସର୍ବନିମ୍ନ ମୂଲ୍ୟ ୨୩୦୦ ଟଙ୍କା ଉପରେ ଆଜି ଅତିରିକ୍ତ ୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ଚାଷୀମାନେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇଛନ୍ତି। ଏହି ଅବସରରେ…

Read More