Author: Anasuya Das

କାଲି ଆସିବ ଯାଞ୍ଚ ତାଲିକା ସପ୍ତାହ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ   ମହିଳାମାନଙ୍କୁ ଆର୍ଥିକ ସଶକ୍ତିକରଣ ଉଦ୍ଦେଶ୍ୟରେ କାର୍ଯ୍ୟକାରୀ ହୋଇଥିବା ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇସାରିଥିବା ବେଳେ ଆସନ୍ତା ୨୫ ତାରିଖରେ ୪ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବାକୁ ପ୍ରସ୍ତୁତି ଜାରି ରହିଛି । ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ  ଅଦ୍ୟାବଧି ସହାୟତା ପାଇ ପାରିନଥିବା ଦରଖାସ୍ତକାରୀଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି । ସମସ୍ତ ପ୍ରକ୍ରିୟାର ସୁବ୍ୟବସ୍ଥା ଓ ଯାଂଚ ପ୍ରକ୍ରିୟାର ଅଗ୍ରଗତି  ସମ୍ପର୍କରେ ମଙ୍ଗଳବାର ସଂଧ୍ୟାରେ ଉନ୍ନୟନ କମିଶନର ତଥା ଅତିରିକ୍ତ  ମୁଖ୍ୟ…

Read More