Author: Sarasinee Subudhi

କେନ୍ଦ୍ର ସରକାରଙ୍କ ଦ୍ବାରା ଦ୍ରବ୍ୟ ଏବଂ ସେବା ଟିକସ (ଜିଏସ୍‌ଟି) ହାରରେ ବଡ଼ ସଂସ୍କାର ଘୋଷଣା ପରେ ବଜାରରେ ନିତ୍ୟ ବ୍ୟବହାର୍ଯ୍ୟ ସମାଗ୍ରୀଗୁଡିକର ଦର ମହୁ ମାତ୍ରାରେ ହ୍ରାସ ଘଟିବ ବୋଲି କୁହାଯାଉଛି। ହେଲେ ପେଟ୍ରୋଲ ଏବଂ ଡିଜେଲର ଉଚ୍ଚ ଦର ସହ ଯୁଝୁଥିବା ସାଧାରଣ ଖାଉଟିଙ୍କୁ ଏଥିରୁ କୌଣସି ପ୍ରକାର ଆଶ୍ବସ୍ତି ମିଳିପାରିନାହିଁ। କାରଣ ପେଟ୍ରୋଲ ଏବଂ ଡିଜେଲ ଏ ପର୍ଯ୍ୟନ୍ତ ଜିଏସ୍‌ଟି ପରିସରଭୁକ୍ତ ହୋଇପାରିନାହିଁ। ପେଟ୍ରୋଲ ଏବଂ ଡିଜେଲକୁ ଜିଏସ୍‌ଟି ପରିସରଭୁକ୍ତ କରିବା ପାଇଁ ରାଜ୍ୟଗୁଡ଼ିକ ମଧ୍ୟରେ ଏ ପର୍ଯ୍ୟନ୍ତ ସହମତି ହୋଇପାରିନାହିଁ। ଯଦି ପେଟ୍ରୋଲ ଏବଂ ଡିଜେଲ ଜିଏସ୍‌ଟି ପରିସରକୁ ଆସିଯାଏ ତେବେ ଲିଟର ପିଛା ୧୦୦ ଟଙ୍କା ମୂଲ୍ୟରେ ପେଟ୍ରୋଲ ଏବଂ ଡିଜେଲ କିଣୁଥିବା ଗ୍ରାହକ ତାହାକୁ ଲିଟର ୬୮ ଟଙ୍କାରେ ପାଇବେ। ପେଟ୍ରୋଲ ଏବଂ ଡିଜେଲକୁ ଜିଏସ୍‌ଟି ପରିସରଭୁକ୍ତ କାହିଁକି କରାଯାଉନାହିଁ ସେ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ…

Read More